ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ ସେମାନଙ୍କୁ ଆଣିବା ଠିକ୍‌ ହୋଇନାହିଁ। ରାଜନୀତିରେ ଏମିତି ଉଚିତ୍‌ ନୁହେଁ, ଗୁଣ୍ଡା ଶାସନକୁ ବରଦାସ୍ତ କରିବୁ ନାହିଁ। ଆମକୁ କ’ଣ ବାଉନ୍ସର ବଳିଯିବେ। ଆମେ ଡାକିଲେ ୫ ହଜାର ଲୋକ ଆସିବେ, ବାଉନ୍ସର କ’ଣ କରିବେ ବୋଲି ସେ କହିଛନ୍ତି।

ସେହିଭଳି କଂଗ୍ରେସକୁ ଏବେ ନୂଆ ହିରୋ ଦରକାର। ପୁରୁଣାଲୋକ ଡାଇରେକ୍ଟର ହୁଅନ୍ତୁ, ନୂଆଙ୍କୁ ହିରୋ କରି ଛାଡ଼ନ୍ତୁ।
ଏମିତି କଲେ କଂଗ୍ରେସ ଆଗେଇବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନ ଖରାପ ହେବା ନେଇ ସମୀକ୍ଷା ବୈଠକରେ ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଶୁକ୍ରବାର ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବତନ ଛାତ୍ର କଂଗ୍ରେସ ପୂର୍ବତନ ଆବାହକ ଇତିଶ ପ୍ରଧାନ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ। ଦଳୀୟ କାର୍ଯ୍ୟାଳୟରେ ଏଭଳି ପରିସ୍ଥିତି ଲାଗି ରହିଥିବାବେଳେ ବାଉନ୍ସରଙ୍କୁ ଆସି ଜଗିବାର ଚିତ୍ର ଲକ୍ଷ୍ୟ କରାଯାଇଥିଲା। ନିରଞ୍ଜନଙ୍କ ସୁରକ୍ଷା ପାଇଁ ସେମାନଙ୍କୁ ଡକାଯାଇଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri