ଆମିରଙ୍କ ପାଇଁ କାନ୍ଦିବାକୁ ପଡ଼ିଥିଲା ଦିବ୍ୟାଙ୍କୁ

ବଲିଉଡ୍‌ରେ ମିଷ୍ଟର ପରଫେକ୍ଟ ଭାବେ ପରିଚିତ ଆମିର ଖାଁ ସୁନ୍ଦର ଅଭିନୟ ଏବଂ ଫିଲ୍ମ ଚୟନ କ୍ଷମତା ପାଇଁ ଅନ୍ୟ କଳାକାରଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ବ୍ୟକ୍ତିଗତ ଜୀବନରେ ମଧ୍ୟ ସେ ବହୁତ ପ୍ରାକ୍ଟିକାଲ। ତେବେ ଏହି ମିଷ୍ଟର ପରଫେକ୍ଟଙ୍କ ପାଇଁ ଦିବଙ୍ଗତ ଅଭିନେତ୍ରୀ ଦିବ୍ୟା ଭାରତୀଙ୍କୁ ଏକଦା କାନ୍ଦିବାକୁ ପଡ଼ିଥିଲା।
ଆମିର ଏବଂ ଦିବ୍ୟାଙ୍କ ମଧ୍ୟରେ ବିବାଦ ଲଣ୍ଡନରୁ ଆରମ୍ଭ ହୋଇଥିଲା। ସେଠାରେ ଆମିର, ଦିବ୍ୟାଙ୍କ ସହ ସୁନୀଲ ସେଠୀ, ରବୀନା ଟଣ୍ଡନ, ଜୁହି ଚାଓ୍ବଲା ଏବଂ ସଲମାନ୍‌ ଖାନ୍‌ ପରଫର୍ମ କରିବାର ଥିଲା। ମାତ୍ର ଦିବ୍ୟା କେତୋଟି ଷ୍ଟେପ୍‌ ଭୁଲିଯାଇଥିଲେ। ଏକଥା ଆମିର ଜାଣିପାରିଥିଲେ। ତେଣୁ ସେ ତାଙ୍କ ସହ ପରଫର୍ମ କରିବାକୁ ମନା କରିଦେଇଥିଲେ। ଏହା ଦିବ୍ୟାଙ୍କୁ ଭାରି ଖରାପ ଲାଗିଥିଲା। ତେଣୁ ସେ ବାଥ୍‌ରୁମ୍‌ରେ ବସି ଘଣ୍ଟାଏ ପର୍ଯ୍ୟନ୍ତ କାନ୍ଦିଥିଲେ। ଏ କଥା ନିଜେ ଦିବ୍ୟା ଏକ ସାକ୍ଷାତକାରରେ କହିଥିଲେ। ଏହି ସମୟରେ ସଲମାନ୍‌ ତାଙ୍କର ସାଥ୍‌ ଦେଇଥିବାରୁ ସେ ତାଙ୍କୁ ଧନ୍ୟବାଦ ମଧ୍ୟ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri