ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ ୧୬ ଜଣ ଭାରତୀୟ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮ ଜଣ ନ୍ୟୁୟର୍କର ହୋଇଥିବାବେଳେ ୩ ଜଣ ନ୍ୟୁଜର୍ସି ଏବଂ ଅବଶିଷ୍ଟ କାଲିଫର୍ନିଆରେ ବାସ କରୁଥିବା ପ୍ରଶାସନ କହିଛି। ସେମାନଙ୍କ ମଧ୍ୟରେ ୪ ମହିଳା ରହିଛନ୍ତି। ପଜିଟିଭ୍ ଭାରତୀୟଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଇଛି। ଏସବୁ ଭାରତୀୟମାନେ ଉତ୍ତରାଖଣ୍ଡ, ମହାରାଷ୍ଟ୍ର, କର୍ନାଟକ ଏବଂ ଉତ୍ତରପ୍ରଦେଶର ବାସିନ୍ଦା ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ନ୍ୟୁୟର୍କ ଆମେରିକାରେ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଥିବା କୁହାଯାଉଛି। ଏଠାରେ କରୋନାର ମୃତ୍ୟୁତାଣ୍ଡବ ଜାରି ରହିଛି। ଏଠାରେ ଇତିମଧ୍ୟରେ ୬ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଛି। ସେହିପରି କେବଳ ନ୍ୟୁୟର୍କରେ ୧ ଲକ୍ଷ ୫୧ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଛ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍, ଜାତୀୟ View All
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା
ଓ୍ବାଶିଂଟନ୍,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…
ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…
ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…
ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…
ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…
ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?
ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…
Archives

