ଆମେରିକାର ନ୍ୟୁ-ଜର୍ସିରେ ଗୁଳିକାଣ୍ଡ, ଜଣେ ପୋଲିସ କର୍ମୀଙ୍କ ସମେତ ୬ ମୃତ

ଓ୍ବାଶିଂଟନ୍‌,୧୧।୧୨: ଆମେରିକା ନ୍ୟୁ ଜର୍ସିରେ ଏକ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଲୋକ ଭିଡ ଥିବା ସ୍ଥାନରେ ଗୁଳିକାଣ୍ଡଟି ଘଟିଛି। ତେବେ ଗୁଳିକାଣ୍ଡ କିଏ ଘଟାଇଛି ତାହା ଏପର୍ଯ୍ୟନ୍ତ ସୂଚନା ମିଳିପାରି ନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।

Share