ଆମେରିକା କଟକଣାକୁ ଅଣଦେଖା: ରୁଷିଆରୁ ଆସିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ଓ୍ବାଶିଂଟନ, ୩ା୧୦: ଭାରତ ରୁଷିଆନିର୍ମିତ ଭୂପୃଷ୍ଠରୁ ଆକାଶମାର୍ଗକୁ ଭେଦ କରିପାରୁଥିବା ଏସ୍‌-୪୦୦ ଟ୍ରୁମ୍ଫ କ୍ଷେପଣାସ୍ତ୍ର କ୍ରୟ କରିବ। ଏହା ଭାରତର ପ୍ରତିରକ୍ଷା କ୍ଷେତ୍ରରେ ବେଶ୍‌ ସହାୟକ। ଏନେଇ ଆମେରିକାର ଟ୍ରମ୍ପ ପ୍ରଶାସନକୁ ଅବଗତ କରାଯାଇଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରକାଶ କରିଛନ୍ତି। ଆମେରିକା ଗସ୍ତରେ ଥିବା ଜୟଶଙ୍କର ଜଣେ ରୁଷୀୟ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି। ରୁଷିଆରୁ କ୍ଷେପଣାସ୍ତ୍ର କ୍ରୟ କଲେ କଟକଣାର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ପୂର୍ବରୁ ଚେତାବନୀ ଶୁଣାଇଥିଲା। ହେଲେ ଭାରତର ଏଭଳି ପଦକ୍ଷେପକୁ ଆମେରିକା ସମର୍ଥନ ଦେବ ବୋଲି ସେ ସୂଚନା ଦେଇଛନ୍ତି। ୨୦୧୫ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ଭାରତ ଗସ୍ତବେଳେ ଏନେଇ ୫.୪୩ ବିଲିୟନ ଡଲାରର ଚୁକ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri