ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ପୂର୍ବତନ ସେନା ଅଧିକାରୀ

ଓ୍ବାଶିଂଟନ,୨୪।୬: ଆସନ୍ତା ୨୦୨୦ରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ହେବାର ଅଛି। ଏବେ ଏହି ଦୌଡ଼ରେ ଜଣେ ପୂର୍ବତନ ସେନା ଅଧିକାରୀ ସାମିଲ ହୋଇଥିବା କୁହାଯାଉଛି। ଡେମୋକ୍ରାଟିକ୍‌ ଦଳର ଭୋଟ ବଢାଇବାକୁ ପୂର୍ବ ଆମେରିକା ପ୍ରତିନିଧି ତଥା ସେନା ଅଧିକାରୀ ଜୋ ସେଷ୍ଟକ ରବିବାର ତାଙ୍କ ପ୍ରାର୍ଥୀତ୍ୱ ସମ୍ପର୍କରେ ଘୋଷଣା କରିଛନ୍ତି।

Share