ଓ୍ବାଶିଂଟନ,୨୨ା୨: ଆମେରିକା ରାଷ୍ଟ୍ରପତି ନିର୍ବାଚନ ରେସ୍ରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ ସାମିଲ ହୋଇଛନ୍ତି। ଭାରତୀୟ ବଂଶୋଦ୍ଭବ ଟେକ୍ ଏଣ୍ଟରପ୍ରିନ୍ୟୁର୍ ବିବେକ ରାମାସ୍ବାମୀ ବୁଧବାର ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପକ୍ଷରୁ ପ୍ରାର୍ଥୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି। ଗତ ୧୪ ତାରିଖରେ ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜ ପ୍ରାର୍ଥତ୍ତ୍ୱ ନେଇ ଘୋଷଣା କରିଥିବାବେଳେ ବିବେକ ହେଉଛନ୍ତି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଦ୍ୱିତୀୟ ଚ୍ୟାଲେଞ୍ଜର। ଭାରତୀୟ ବଂଶୋଦ୍ଭବ ନିକ୍କି ହାଲି ମଧ୍ୟ ଏହି ଦୌଡ଼ରେ ପୂର୍ବରୁ ସାମିଲ ହୋଇସାରିଛନ୍ତି। ରାଷ୍ଟ୍ରପତି ନିର୍ବାଚିତ ହେଲେ ଚାଇନା ଉପରେ ଆମେରିକାର ନିର୍ଭରଶୀଳତା ହ୍ରାସ କରିବେ ବୋଲି ବିବେକ ପ୍ରତିଶ୍ରୁତି ଦେଇଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ View All
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍ ଜଗତରେ ପଡ଼ିଗଲା ଚହଳ
ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା
ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...
ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…
ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ
ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...
ବ୍ଲକ୍ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା
ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...
Archives


