‘ଆମେ ଏକା ଲଢ଼ିଲେ ଭଲ କରିବୁ’

ଭୁବନେଶ୍ୱର,୮ା୩: ରାଜ୍ୟରେ ଆସନ୍ତା ନିର୍ବାଚନ ପାଇଁ ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ସମ୍ଭାବନାକୁ ନେଇ ନାନା ଆଲୋଚନା ହେଉଛି। ଶାସକ ବିଜେଡି ଓ ମୁଖ୍ୟ ବିରୋଧୀ ଭାଜପା ଏକାଠି ଲଢ଼ିବାକୁ ଅନେକେ ନାପସନ୍ଦ କରି ସୋସିଆଲ ମିଡିଆରେ ମନ୍ତବ୍ୟ ଦେଉଛନ୍ତି। ଏଭଳି ସମ୍ଭାବ୍ୟ ମେଣ୍ଟକୁ କେହି କେହି ଚୋର-ପୋଲିସ ମେଣ୍ଟ ଆଖ୍ୟା ଦେଉଥିବା ବେଳେ କିଏ କିଏ କହୁଛନ୍ତି, ଏହା ମେଣ୍ଟ ନୁହେଁ, ପରସ୍ପର ମଧ୍ୟରେ ଆତ୍ମସମର୍ପଣ। ସେହିପରି ଅନେକେ ମନ୍ତବ୍ୟ ଦେଉଛନ୍ତି ଯେ, ଏଥର ନିର୍ବାଚନରେ କୌଣସି ‘ବି’ (ବିଜେଡି, ବିଜେପି) ନୁହେଁ, ‘ସି’ (କଂଗ୍ରେସ)କୁ ପସନ୍ଦ କରିବୁ। କଂଗ୍ରେସ ହିଁ ଶାସକ ଦଳର ବିକଳ୍ପ ହୋଇପାରିବ ବୋଲି ସେମାନେ କହୁଛନ୍ତି।

ଅନ୍ୟପକ୍ଷରେ ମେଣ୍ଟ ଆଲୋଚନା ନେଇ ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଭାଜପା ଏକା ଲଢ଼ିବା ସମ୍ଭାବନା। ଆମେ ଏକା ଲଢ଼ିଲେ ହିଁ ଭଲ କରିବୁ ବୋଲି ସେ କହିଛନ୍ତି। ସେ କହିଛନ୍ତି, ମେଣ୍ଟ ନେଇ କୌଣସି ନିଷ୍ପତ୍ତି ଆସିନାହିଁ। କେନ୍ଦ୍ରୀୟ ନିଷ୍ପତ୍ତି ଆସିବ, ସେହି ଅନୁଯାୟୀ ଆମେ କାର୍ଯ୍ୟ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri