ଆମ୍ବଗାଁରେ ଧାନକିଣା ଆରମ୍ଭ

ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି । ପ୍ୟାକ୍ସର ସଭାପତି ସୂର୍ଯ୍ୟ କୁମାର ଦେହୁରୀ ଆନୁଷ୍ଠାନିକ ଭାବେ ଧାନକିଣାର ଶୁଭାରମ୍ଭ କରିଥିଲେ । ସହ ସମ୍ପାଦକ ଅଗସ୍ତୀ ମଲିକ, କୃଷି କମିଟି ସଦସ୍ୟ ଯଶୋବନ୍ତ ରଣା, ଦୁର୍ବାସା ରଣା, ଦେବେନ୍ଦ୍ର ରଣା, ଡାଇରେକ୍ଟର ଉଚ୍ଛେଇ ବାରିକ, ସୁରୁ ସାହୁ, ମାଧବ ସାହୁ, ସୁରେଶ ମହାପାତ୍ର, ଗୋପାଳ ତାଣ୍ଡିଆ ପ୍ରମୁଖ ଥିଲେ । ପ୍ୟାକ୍ସ କର୍ମଚାରୀ ଶଙ୍କର ସାହୁ ଓ ଯୋଗୀରାମ ରଣା ସହଯୋଗ କରିଥିଲେ। ସେହିପରି ବରଗାଁ, ଉମା ଓ ଖମନମୁଣ୍ଡାଠାରେ ଧାନକିଣା ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri