ଆମ୍ବଗାଁରେ ଧାନକିଣା ଆରମ୍ଭ

ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି । ପ୍ୟାକ୍ସର ସଭାପତି ସୂର୍ଯ୍ୟ କୁମାର ଦେହୁରୀ ଆନୁଷ୍ଠାନିକ ଭାବେ ଧାନକିଣାର ଶୁଭାରମ୍ଭ କରିଥିଲେ । ସହ ସମ୍ପାଦକ ଅଗସ୍ତୀ ମଲିକ, କୃଷି କମିଟି ସଦସ୍ୟ ଯଶୋବନ୍ତ ରଣା, ଦୁର୍ବାସା ରଣା, ଦେବେନ୍ଦ୍ର ରଣା, ଡାଇରେକ୍ଟର ଉଚ୍ଛେଇ ବାରିକ, ସୁରୁ ସାହୁ, ମାଧବ ସାହୁ, ସୁରେଶ ମହାପାତ୍ର, ଗୋପାଳ ତାଣ୍ଡିଆ ପ୍ରମୁଖ ଥିଲେ । ପ୍ୟାକ୍ସ କର୍ମଚାରୀ ଶଙ୍କର ସାହୁ ଓ ଯୋଗୀରାମ ରଣା ସହଯୋଗ କରିଥିଲେ। ସେହିପରି ବରଗାଁ, ଉମା ଓ ଖମନମୁଣ୍ଡାଠାରେ ଧାନକିଣା ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri