ଆମ୍ବପୁର ପ୍ରିମିୟର ଲିଗ୍‌, ଡେୟାରଡେଭିଲ୍ସ ଚାମ୍ପିୟନ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଆମ୍ବପୁର ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ଆମ୍ବପୁର ପ୍ରିମିୟର ଲିଗ୍‌ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଗ୍ରାମର ମୃତ ଯୁବକ ରୁଦ୍ର ପ୍ରଧାନଙ୍କ ସ୍ମୃତିରେ ଏହି ମ୍ୟାଚ ଆରମ୍ଭ ହୋଇଥିଲା। ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ମ୍ୟାଚ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ ଆମ୍ବପୁର ବ୍ରଦର୍ସଷ୍ଟାର ଓ ଆମ୍ବପୁର ଡେୟାରଡେଭିଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲ। ବ୍ରଦର୍ସଷ୍ଟାର ଟସ୍‌ ଜିତି ଫିଲ୍‌ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଡେୟାର ଡେଭିଲ୍ସ ୧୦ ଓଭରରେ ୪ ଉଇକେଟ ହରାଇ ୯୩ ରନ କରିଥିଲା। ବ୍ରଦର୍ସ ଷ୍ଟାର ନିର୍ଦ୍ଧାରିତ ୧୦ ଓଭର ଖେଳି ୯୧ ରନ କରିବାକୁ ସକ୍ଷମ ହୋଇଥିଲା। ଉଦ୍‌ଯାପନି ଉସତ୍ବରେ ଜରଡା ମେଡିକାଲ ଡାକ୍ତର ବି.କିରନ କୁମାର ସୁବୁଦ୍ଦି ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ଆମ୍ବପୁର ସରପଞ୍ଚ କୃଷ୍ଣଚନ୍ଦ୍ର ପ୍ରଧାନ, ବୃନ୍ଦାବନ ପ୍ରଧାନ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୧୦ ହଜାର ଟଙ୍କା ଓ ରନର୍ସଅପ୍‌ ଦଳକୁ ୫ ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri