ଆମ୍ବୁଲାନ୍ସରେ ଯାତ୍ରୀ ନେଲେ କଠୋର କାର୍ଯ୍ୟାନୁଷ୍ଠାନ, ଗିରଫ ହେବେ ଚାଳକ, ବାଜ୍ୟାପ୍ତ ହେବ ଗାଡ଼ି: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗୋଟିଏ ପଟେ କରୋନା ମୁକାବିଲା ଲାଗି ରାଜ୍ୟର ସମସ୍ତ ଜିଲାରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଆମ୍ବୁଲାନ୍ସର ଅସଦ୍‌ବ୍ୟବହାର ହେଉଥିବା ନଜରକୁ ଆସିଛି। ଏହି ଦୂରାବସ୍ଥା ସମୟର ଲାଭ ଉଠାଇବାକୁ ଯାଇ କିଛି ଡ୍ରାଇଭର ଯାତ୍ରୀ ନେଉଥିବା ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ଲୋକମାନେ ମଧ୍ୟ ଆମ୍ବୁଲାନ୍ସ ଚାଳକଙ୍କୁ ପ୍ରଲୋଭନ ଦେଖାଇ ତାଙ୍କୁ ନେବାକୁ ପ୍ରବର୍ତ୍ତାଉଥିବା ଦେଖାଯାଉଛି। ଆଗାମୀ ଦିନରେ ଏପରି କିଛି ନଜରକୁ ଆସିଲେ ସମ୍ପୃକ୍ତ ଚାଳକଙ୍କୁ ଗିରଫ କରାଯିବ। ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ଗାଡ଼ିକୁ ମଧ୍ୟ ବାଜ୍ୟାପ୍ତ କରାଯିବ ବୋଲି ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri