ଆମ୍ବୁଲାନ୍ସ ଅଚଳ: ରୋଗୀ ହୀନସ୍ତା

ଢେଙ୍କାନାଳ ଅଫିସ, ୧୪।୮-ଅଧାରାସ୍ତାରେ ଅଚଳ ହୋଇପଡ଼ିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ପକ୍ଷାଘାତ ରୋଗୀ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦରରେ।
କାମାକ୍ଷାନଗର ବ୍ଲକ ବାଉଁଶପାଳ ଗ୍ରାମର ସୂର୍ଯ୍ୟକାନ୍ତି ଷେଣ୍ଢ (୬୦) ସୋମବାର ପକ୍ଷାଘାତରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଜଟିଳ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ମଙ୍ଗଳବାର ଅପରାହ୍ନ ସାଢ଼େ ୨ଟାରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ନିଆଯାଉଥିଲା। ହେଲେ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ନିକଟରେ ଆମ୍ବୁଲାନ୍ସ ଇଞ୍ଜିନରୁ ହଠାତ୍‌ ଧୂଅଁା ବାହାରିଥିଲା। ଫଳରେ ଡ୍ରାଇଭର ବାଧ୍ୟ ହୋଇ ଗାଡ଼ି ଅଟକାଇଥିଲେ। ଏହି ସମୟ ମଧ୍ୟରେ ସୂର୍ଯ୍ୟକାନ୍ତିଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ସୂଚନା ପାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଉ ଏକ ଆମ୍ବୁଲାନ୍ସ ଆସି ରୋଗୀଙ୍କୁ କଟକ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?