ଆମ୍‌ଲା ମୁରବା

ଆବଶ୍ୟକ ସାମଗ୍ରୀ: ଅଁଳା ୧ କିଗ୍ରା,ଫିଟିକିରି- ୫ଗ୍ରାମ୍‌, ଚିନି ୧ କିଗ୍ରା, ପାଣି।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅଁଳାକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏକ ଫର୍କ ବା କଣ୍ଟା ଚାମଚ ସାହାଯ୍ୟରେ ଅଁଳାଗୁଡିକ ଉପରୁ କଣା କରିଦିଅନ୍ତୁ। ଏକ ବଡ ପାତ୍ରରେ ପାଣି ନେଇ ସେଥିରେ ୫ଗ୍ରାମ୍‌ ଫିଟିକିରି ମିଶାନ୍ତୁ। ସେଥିରେ ଏହି ଅଁଳା ପକାଇ ରଖିଦିଅନ୍ତୁ। ସେହିପରି ୮-୧୦ ଘଣ୍ଟା ରହିବା ପରେ ଅଁଳାକୁ କାଢି ସାଧା ପାଣିରେ ୩-୪ ଥର ଭଲ ଭାବେ ଧୋଇ ଦିଅନ୍ତୁ। ଏହାକୁ ଏକ ପାତ୍ରରେ ରଖି ଚିନି ଏବଂ ଏକ କପ୍‌ ପାଣି ଦିଅନ୍ତୁ। ଏହାକୁ ଭଲ ଭାବେ ଗୋଳାଇ ୨୦ ମିନିଟ୍‌ ଛାଡି ଦିଅନ୍ତୁ। ପରେ ଏହାକୁ ଗ୍ୟାସ୍‌ ଚୁଲାରେ ବସାଇ ଅଳ୍ପ ଆଞ୍ଚରେ ଧିରେ ଧିରେ ଘାଣ୍ଟନ୍ତୁ। ଅଁଳାର ରଙ୍ଗ ବଦଳିବା ସହ ଚିନି ଗାଢ ହୋଇଗଲେ ଚୁଲା ବନ୍ଦ କରିଦିଅନ୍ତୁ। ଏହାକୁ ଘୋଡାଇ ୧୨ ଘଣ୍ଟା ଛାଡିଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଅଁଳା ମୁରବା, ଏହାକୁ ଖାଇବାର ଆନ୍ଦ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ପ୍ରତିବର୍ଷ ମାଡ଼ି ଆସୁଛି ମହାବିପତ୍ତି, ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ!

ଜଳବାୟୁ ପରିବର୍ତ୍ତନ ଉପରେ ଚାରି ଦଶନ୍ଧିର ବୈଜ୍ଞାନିକ ଗବେଷଣା ଏପରି ନିଷ୍କର୍ଷ ପ୍ରକାଶ କରିଛି ଯାହା ପୃଥିବୀର ଭବିଷ୍ୟତ ବିଷୟରେ ଚିନ୍ତାକୁ ଆହୁରି ବଢ଼ାଇ ଦେଇଛି ।…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri