ଆରଆଇଙ୍କୁ ଆକ୍ରମଣ ଘଟଣା: ପଥରଖାଦାନ, ମାଫିଆଙ୍କ ଘରେ ଚଢ଼ାଉ

ନୀଳଗିରି,୨୬।୨୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଚୋରା ପଥର ମାଫିଆଙ୍କ ଦୌରାତ୍ମ୍ୟ ବୃଦ୍ଧି ହେବାରେ ଲାଗିଛି। ନୀଳଗିରି ତହସିଲ ଅଧୀନ ବାଘମରା ଅଞ୍ଚଳରେ ସୋମବାର ବ୍ଲାଷ୍ଟିଙ୍ଗ କରି ପଥର ଚୋରି ହେଉଥିବା ନେଇ ତହସିଲଦାରଙ୍କ ନିର୍ଦ୍ଦେଶରେ ସଜନାଗଡ଼ ଆରଆଇ କେଏସ୍‌ ସନ୍ତୋଷ କୁମାରଙ୍କୁ ଘଟଣାସ୍ଥଳକୁ ତଦନ୍ତ କରିବାକୁ ଯାଇ ଫଟୋ ଉତ୍ତଳନ କରିଥିଲେ। ଫେରିବା ସମୟରେ ତାଙ୍କୁ ପଥର ମାଫିଆ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ମଙ୍ଗଳବାର ନୀଳଗିରି ଉପଜିଲାପାଳ, ତହସିଲଦାର ଓ ଆଇଆଇସି ପୋଲିସ ଫୋର୍ସ ନେଇ ଚୋରାଖାଦାନ ଓ ଆକ୍ରମଣ କରିଥିବା ମାଫିଆଙ୍କ ଘରେ ଚଢ଼ାଉ କରିଥିଲେ। କମ୍ପ୍ରେସର ମେଶିନ, ଟ୍ରାକ୍ଟର, ଜିପ ସହ ବହୁ ଯନ୍ତ୍ରାଂଶ ଜବତ ହୋଇଥିବା ଜଣାପଡିଛି। ଏଭଳି ଚଢ଼ାଉ ପରେ ପଥର ମାଫିଆମାନଙ୍କ ଭିତରେ ଛନକା ପଶିିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri