ଆରଏସଏସ କର୍ମୀଙ୍କୁ ହତ୍ୟା ଘଟଣା: ମମତାଙ୍କ କୁଶପୁତ୍ତଳିକା ଦାହ, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ, ୧୫।୧୦: ପଶ୍ଚିମବଙ୍ଗରେ ବାରମ୍ବାର ହିନ୍ଦୁମାନଙ୍କ ଉପରେ ଆକ୍ରମଣ ଓ ହତ୍ୟା ଅଭିଯୋଗ ଆଣି ବଲାଙ୍ଗୀର ବଜରଙ୍ଗ ଦଳ ତରଫରୁ ମଙ୍ଗଳବାର ସ୍ଥାନୀୟ କଚେରି ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ପଶ୍ଚିମବଙ୍ଗ ସରକାରଙ୍କ ଅପାରଗତା ଯୋଗୁ ଗତ ୧୦ ତାରିଖରେ ପଶ୍ଚିମବଙ୍ଗର ମୁର୍ଶିଦାବାଦଠାରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପରିବାର ସଦସ୍ୟଙ୍କୁ ନିର୍ମମ ଭାବରେ ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ଏହି ଘଟଣାର ପ୍ରତିବାଦରେ ବଲାଙ୍ଗୀର ବଜରଙ୍ଗ ଦଳ ତରଫରୁ ଆଜି ବିକ୍ଷୋଭ ପ୍ରଦର୍ଶନ କରାଯାଇ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ଦାବିପତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri