ଆରଡି ରାସ୍ତା ନିର୍ମାଣକୁ ବିରୋଧକରି ଦାବିପତ୍ର ଦେଲେ ଚାଷୀ

ଜୟପୁର,୨୬ା୬(ନି.ପ୍ର.): ଜୟପୁର ବ୍ଲକ ଅନ୍ତର୍ଗତ ଟାଙ୍କୁଆ ପଞ୍ଚାୟତ କେନାଲ ରାସ୍ତା ଉପରେ ଆରଡି ରାସ୍ତା ନିର୍ମାଣକୁ ଚାଷୀମାନେ ବିରୋଧ କରିଛନ୍ତି । ଉକ୍ତ ରାସ୍ତା ଜଗନ୍ନାଥପୁଟ-କୁସୁମପୁଟ ନାମରେ ନାମିତ ହୋଇ କାର୍ଯ୍ୟ ଚାଲୁଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀ ତୁରନ୍ତ ସେଥିରେ ହସ୍ତକ୍ଷେପ କରି ଉକ୍ତ କାର୍ଯ୍ୟକୁ ଶୀତଳା ମନ୍ଦିର ଛକରୁ କରିବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଦାବି କରାଯାଇଛି। ଏନେଇ ଅପର କୋଲାବ ପ୍ରକଳ୍ପର ମୁଖ୍ୟଯନ୍ତ୍ରୀଙ୍କୁ ଦାବିପତ୍ର ମଧ୍ୟ ଦିଆଯାଇଛି। ସେଥିରେ ଉଲ୍ଲେଖ କରାଯାଇଛି ଯେ ଚାଷୀଙ୍କ ସ୍ବାର୍ଥ ଓ ଜଳସେଚନକୁ ଅଣଦେଖା କରି ଗ୍ରାମ୍ୟ ଉନ୍ନୟନ ବିଭାଗକୁ କେନାଲ ରାସ୍ତା ହସ୍ତାନ୍ତର କରାଯାଇଛି। ଆରଡି ବିଭାଗ ସେହି ରାସ୍ତା ନିର୍ମାଣ କଲେ ତଳମୁଣ୍ଡରେ ଅନେକ ଚାଷୀ ଜଳସେଚନରୁ ବଞ୍ଚତ୍ତ ହେବା ସହ ଭବିଷ୍ୟତରେ ଏହାର ମରାମତି କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଯେଉଁ ରାସ୍ତାକାମ ଚାଲୁଛି, ସେଥିରେ ଘରୋଇ ଜମି ରହିଛି। ମୁଖ୍ୟଯନ୍ତ୍ରୀ ଏହାକୁ ଶୀତଳା ମନ୍ଦିର ଛକରୁ କରିବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଜୟପୁର ପଞ୍ଚାୟତ ସମିତି ପୂର୍ବତନ ଅଧ୍ୟକ୍ଷା ବୀରେନ ମୋହନ ପଟ୍ଟନାୟକ, ପ୍ରହ୍ଲାଦ ପାତ୍ର, ଶିଶିର କୁମାର ମିଶ୍ର, ପ୍ରତାପ ଚନ୍ଦ୍ର ମାଦଳା ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ…

ବଲିଉଡ ଅଭିନେତ୍ରୀଙ୍କ ମାଆଙ୍କ ଘରୁ ଲକ୍ଷାଧିକ ଟଙ୍କାର ଗହଣା ଚୋରୀ

ନୂଆଦିଲ୍ଲୀ,୨।୭: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ପରିବାର ସହିତ ଜଡିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ଜୁହୁ ଅଞ୍ଚଳରେ ଥିବା ରବୀନା ଟଣ୍ଡନଙ୍କ ମାଆଙ୍କ…

କାହିଁକି ସବୁବେଳେ ଧଳା ଶର୍ଟ-କଳା ବ୍ଲେଜର ପିନ୍ଧୁଛନ୍ତି ଥଲାପତି ବିଜୟ: ନିଜେ କଲେ ଖୁଲାସା

ଚେନ୍ନାଇ,୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଏକ ‘ସିଗ୍ନେଚର’ ଲୁକ ଅଛି। ମୁଖ୍ୟମନ୍ତ୍ରୀ ହେବା ପରଠାରୁ ତାଙ୍କ ପୋଷାକ ପ୍ରାୟତଃ ଆଲୋଚନାର ବିଷୟ ହୋଇଆସିଛି। ସେ…

ନିର୍ବାଚନ ହାରୁ ହାରୁ TMC ଦୁଇ ଫାଳ! ସାମ୍ନାକୁ ଆସିଲା କନ୍ଦଳ; ଦଳକୁ କେମିତି ବଞ୍ଚାଇବେ ମମତା ବାନାର୍ଜୀ?

କୋଲକାତା,୨।୬: ପଶ୍ଚିମବଙ୍ଗରେ ଟିଏମସିର ପରାଜୟ ପରେ, ମମତା ବାନାର୍ଜୀଙ୍କ ପତନ ଆରମ୍ଭ ହୋଇଯାଇଛି। ପରିସ୍ଥିତି ବଢୁଥିବାରୁ ତୃଣମୂଳ କଂଗ୍ରେସ ଦୁଇଟି ଗୋଷ୍ଠୀରେ ବିଭକ୍ତ ହେବ ବୋଲି ସୂଚାଇ…

ଅପରାହ୍ନରେ ମାଡିଆସୁଛି କାଳବୈଶାଖୀ: ଆଜି ଏହି ୨ ଜିଲାକୁ ସତର୍କ ଜାରି କଲା…

ଭୁବନେଶ୍ୱର, ୨।୬: ଦିନରେ ତାତି। ଅପରାହ୍ନରେ ମାଡିଆସୁଛି କାଳବୈଶାଖୀ । ତେବେ ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା। ଆଜି ପାଇଁ ମୟୂରଭଞ୍ଜ…

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାମନ୍ତ୍ରୀ, ଏହି ଦିନ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ

ଭୁବନେଶ୍ବର, ୨ା୬: ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ପ୍ରଧାନମନ୍ତ୍ରୀ ଆସିବେ ବୋଲି ସୂଚନା…

ଟ୍ରମ୍ପଙ୍କ ଭର୍ତ୍ସନା ପରେ ପଛକୁ ହଟିଗଲେ ନେତାନ୍ୟାହୁ!

ଓ୍ବାଶିଂଟନ,୨।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ କଲ ସମୟରେ ‘ଭର୍ତ୍ସନା’ ପରେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଲେବାନନ ସମ୍ପର୍କରେ ତାଙ୍କର ମତ ନରମ…

ରାଜ୍ୟ ସଭା ଉପନିର୍ବାଚନ ପାଇଁ ୪ ସେଟ୍‌ ଫର୍ମ କିଣିଲେ ଉପାସନା: ଆରମ୍ଭ ହୋଇଗଲାଣି ଚର୍ଚ୍ଚା

ଭୁବନେଶ୍ୱର,୨।୬(ରବିନାରାୟଣ ଜେନା):ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ରାଜ୍ୟ ସଭାର ଆସନର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ଜାରି ହେବାର ପ୍ରଥମ ଦିନରେ ୪-ସେଟ୍‌ ଫର୍ମ ବିକ୍ରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri