ଆରପାରିରେ ଅଭିନେତା ରତନ ଚୋପ୍ରା

ପୁଣି ଜଣେ ବଲିଉଡ୍‌ କଳାକାରଙ୍କ ପରଲୋକ ଘଟିଛି। ବଲିଉଡର ବରିଷ୍ଠ ଅଭିନେତା ରତନ ଚୋପ୍ରା ୭୦ ବର୍ଷ ବୟସରେ ସମସ୍ତଙ୍କୁ ଅଲବିଦା କହିଛନ୍ତି। ରତନ ବହୁଦିନ ଧରି କ୍ୟାନସରରେ ପୀଡିତ ଥିଲେ। କିନ୍ତୁ ଚିକିତ୍ସା ପାଇଁ ଅର୍ଥ ନ ଥିବାରୁ ସେ ବଲିଉଡ ଅଭିନେତା ଧର୍ମେନ୍ଦ୍ର, ଅକ୍ଷୟ କୁମାର ଓ ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଥିଲେ। ରତନ ଚୋପ୍ରାଙ୍କ ତାଙ୍କର ପ୍ରକୃତ ନାମ ଅବଦୁଲ ଜବ୍ବର ଖାନ। ସେ ସାରା ଜୀବନ ଅବିବାହିତ ଥିଲେ। ସେ ଅନିତା ନାମରେ ଜଣେ ଝିଅକୁ ପୋଷ୍ୟ କନ୍ୟା ଭାବରେ ଗ୍ରହଣ କରିଥିଲେ। ୧୯୭୨ରେ ହୋଇଥିବା ଫିଲ୍ମ ‘ମୋମ କି ଗୁଡିୟା’ ରତନ ଅଭିନୟ କରିଥିଲେ। ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ନାୟିକା ସାଜିଥିଲେ ଅଭିନେତ୍ରୀ ତନୁଜା। କିନ୍ତୁ ଅଭିନୟରୁ ସେ ଦୂରେଇ ଶିକ୍ଷକତା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri