ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର

ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ହୋଇଥିବା ସାନ ପୁଅ ମନତୋଷ ମହାପାତ୍ର ସୂଚନା ଦେଇଛନ୍ତି। ଓଡ଼ିଆ ଫିଲ୍ମ ଜଗତକୁ ମନମୋହନଙ୍କ ଅବଦାନ ଥିଲା ଅତୁଳନୀୟ। ନୀରବ ଝଡ, କ୍ଲାନ୍ତ ଅପରାହ୍ନ, ଅନ୍ଧ ଦିଗନ୍ତ, ମଝି ପାହାଚ, ଶୀତରାତି ଏବଂ ଭିନ୍ନ ସମୟ ଭଳି ସୁପରହିଟ୍‌ ଚଳଚ୍ଚିତ୍ର ସେ ନିର୍ମାଣ କରିଥିଲେ। ସେଥିମଧ୍ୟରୁ ଅନେକ ଚଳଚ୍ଚିତ୍ର ଜାତୀୟ ପୁରସ୍କାର ଲାଭ କରିଥିଲା। କେବଳ ଓଡ଼ିଆ ନୁହେଁ, ସେ ହିନ୍ଦୀ ଚଳଚ୍ଚିତ୍ର ‘ବିଟସ୍‌ ଆଣ୍ଡ୍‌ ପିସେସ୍‌’ ନିର୍ଦ୍ଦେଶନା ଦାୟିତ୍ୱ ମଧ୍ୟ ତୁଲାଇ ଥିଲେ। ତାଙ୍କ ଅବର୍ତ୍ତମାନରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri