ଆରମ୍ଭ ହେଲା ‘ହାଓଡି ମୋଦି’ କାର୍ଯ୍ୟକ୍ରମ: କିଛି ସମୟ ପରେ ଯୋଗଦେବେ ମୋଦି-ଟ୍ରମ୍ପ୍‌

ହ୍ୟୁଷ୍ଟନ୍‌,୨୨।୯: ଆମେରିକାର ହ୍ୟୁଷ୍ଟନରେ ବହୁ ପ୍ରତୀକ୍ଷିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ହ୍ୟୁଷ୍ଟନର ଏଆରଜି ଷ୍ଚାଡିୟମ କମ୍ପୁଛି। ଶିଖ୍‌ଙ୍କ ପବିତ୍ର ଗୁରୁବାଣୀ ପ୍ରର୍ଥନା ସହ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କିଛି ସମୟ ଭିତରେ ଯୋଗଦେବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ୍‌ଟ୍ରମ୍ପ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ୫୦ ହଜାର ଲୋକଙ୍କୁ ଉଦବୋଧନ ଦେବେ ମୋଦି- ଟ୍ରମ୍ପ୍‌ । କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଟ୍ରମ୍ପ୍‌ ଟୁଇଟ କରି କହିଛନ୍ତି, ମୋ ବନ୍ଧୁ ମୋଦିଙ୍କ ସହ ଆଜିର ଦିନ ଐତିହାସିକ ରହିବ। ଏହି କାର୍ଯ୍ୟକ୍ରମ ୩ ଘଣ୍ଟା ଧରି ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସୁଥିଲା ମୃତ କୁମ୍ଭୀର, ବାହ୍ୟ ଅଂଶରେ ନାହିଁ କୌଣସି ଆଘାତ ଚିହ୍ନ, ଉଦ୍ଧାର ପରେ…

ମାର୍ଶାଘାଇ,୨୬ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବଡ଼କୁଳ ପଞ୍ଚାୟତ ଗୋପୀନାଥପୁର ଗ୍ରାମ ନିକଟରେ ଲୁଣାନଦୀରୁ ଏକ ମୃତ କୁମ୍ଭୀର ଜବତ କରାଯାଇଛି। ରବିବାର…

ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା

ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ,…

ଓଜନ କମାଇବ ଫ୍ରୁଟ୍‌ ଜୁସ୍‌

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। କାରଣ ଏଥିରେ ବିଭିନ୍ନ ପ୍ରକାର ଭିଟାମିନ ଭରି ରହିଛି। ଏହା ଶରୀରକୁ…

ଡ୍ରିପ୍ରେସନ୍‌ରୁ ହୋଇପାରେ ହାର୍ଟ ଆଟାକ୍‌

ଡିପ୍ରେସନ ବା ଅବସାଦ ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଆମନ୍ତ୍ରଣ କରିଥାଏ। ଅତ୍ୟଧିକ କାମ ଚାପ, ପାରିପାର୍ଶ୍ୱିକ ପରିସ୍ଥତି ଆଦି ଏଥିପାଇଁ କେତେକାଂଶରେ…

ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…

ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍‌ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍‌ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…

ବିବାଦ ଘେରରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ତହସିଲଦାରଙ୍କୁ ରାଜସ୍ବ କ୍ଷମତା ହସ୍ତାନ୍ତରକୁ ନେଇ ଉଠିଲା ପ୍ରଶ୍ନ

କଟକ ସଦର,୨୬ା୧୦(ସୁଶାନ୍ତ କୁମାର ଜେନା): ୨୦୨୫ରେ କଟକ ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରି ସରକାରୀ ଜମିର ହସ୍ତାନ୍ତର କରିବାର କ୍ଷମତା ଜିଲାର ସମସ୍ତ ତହସିଲଦାରଙ୍କୁ ପ୍ରଦାନ…

ରାସ୍ତାରେ ଦଙ୍ଗା, ଭଙ୍ଗାରୁଜା କଲେ ଅଭିଭାବକ ଗଣିବେ ଟଙ୍କା! ନୂଆ ଆଇନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ, ୨୬।୧୦: ୟୁରୋପର ଅନେକ ଦେଶରେ ଏବେ ଯୁବପିଢ଼ି ଓ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ରାସ୍ତାଘାଟରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି। ଫ୍ରାନ୍ସରୁ ଆରମ୍ଭ ହୋଇଥିବା ବିରୋଧର ନିଆଁ…

ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର

ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଧକ୍କାରେ ବିପରୀତ ଦିଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?