ଆର୍ଥିକ ପ୍ୟାକେଜ ଶୀଘ୍ର: ସୀତାରାମନ

ନୂଆଦିଲ୍ଲୀ,୧୯।୪: କରୋନା ପାଇଁ କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ଶୀଘ୍ର ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବେ। ଏ ନେଇ ଶୀଘ୍ର ଘୋଷଣା କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବିଶ୍ୱ ବ୍ୟାଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି। ଭାରତ ସାରା ବିଶ୍ୱରେ ଜରୁରିକାଳୀନ ଔଷଧ ଯୋଗାଣ ଦିଗରେ କାର୍ଯ୍ୟକ୍ରମ ରଖିବା ବୋଲି ସେ ମତ ଦେଇଛନ୍ତି। ସେ କହିଛନ୍ତି ଯେ, ଭାରତ ସରକାର ବର୍ତ୍ତମାନ ୧.୭ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ସହ ଅନ୍ୟ ପଦକ୍ଷେପ ଘୋଷଣା କରିଛନ୍ତି। ଆଗାମୀ ଦିନରେ ଦ୍ୱିତୀୟ ପ୍ରୋତ୍ସାହନ ପ୍ୟାଜେକ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?