ଆର୍ଥିକ ଅନିୟମିତତା; ୩ ସରପଞ୍ଚ ନିଲମ୍ବିତ

ଭୁବନେଶ୍ୱର,୫।୧(ବ୍ୟୁରୋ)-ଆର୍ଥିକ ଅନିୟମିତତା ଏବଂ ଦୀର୍ଘଦିନ ଧରି ଅନୁପସ୍ଥିତ ରହିବା କାରଣରୁ ରାଜ୍ୟ ସରକାର ଶନିବାର ୩ ଜଣ ସରପଞ୍ଚଙ୍କୁ ନିଲମ୍ବିତ କରିଛନ୍ତି। କେନ୍ଦୁଝର ଜିଲା ହାଟଡିହି ବ୍ଲକ ସୁଲଣା ସରପଞ୍ଚ ଅଲିଭା ପଲେଇ, ବରଗଡ଼ ବ୍ଲକ କଳାପାଣି ସରପଞ୍ଚ କେ.ଭି. ରେଡ୍ଡୀ ଏବଂ ଭଦ୍ରକ ବ୍ଲକ ବେତେରା ସରପଞ୍ଚ ବିମ୍ବାଧର ଦାସଙ୍କୁ ନିଲମ୍ବିତ କରାଯାଇଛି। ଏ ନେଇ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri