ଆର୍ଥିକ ସଂସ୍କାର ଲାଗି ସରକାର ପ୍ରତିଶ୍ରୁତିବଦ୍ଧ:ନୀତି ଆୟୋଗ

ନୂଆଦିଲ୍ଲୀ,୨-୬: ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ସହ କୃଷି କ୍ଷେତ୍ରକୁ ଆଧୁନିକୀକରଣ କରିବା ଭଳି ନୂଆ ସଂସ୍କାରମୂଳକ ପଦକ୍ଷେପ ନେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଶନିବାର କହିଛନ୍ତି। ଆସନ୍ତା ୧୦୦ ଦିନ ଭିତରେ ସରକାର ନୂଆ ସଂସ୍କାରମୂଳକ ପଦକ୍ଷେପ ଘୋଷଣା କରିବାକୁ ଯାଉଛନ୍ତି ବୋଲି ସେ କହିଛନ୍ତି। ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ସେ କହିଛନ୍ତି ଯେ, ପିଏମ୍‌-କିଷାନ ଯୋଜନାର ପରିଧିକୁ ସରକାର ବ୍ୟାପକ କରିଥିବାରୁ କୁମାର ଏହାକୁ ସ୍ବାଗତ କରିଛନ୍ତି। ଏହାଦ୍ୱାରା ଗ୍ରାମାଞ୍ଚଳରେ ଅର୍ଥନୀତିକୁ ଗତିଶୀଳ କରିବ। ଆୟୁର୍ବେଦ ଔଷଧରେ ଅଧିକ ଗବେଷଣାର ଆବଶ୍ୟକତା ରହିଛି ବୋଲି ସେ ଏହି ଅବସରରେ କହିଛନ୍ତି। ପାରମ୍ପାରିକ ଔଷଧ ବ୍ୟବସ୍ଥା ପାଇଁ ନୂଆ ପାଠ୍ୟକ୍ରମ ପ୍ରଚଳନ ଲାଗି ସରକାର ନ୍ୟାଶନାଲ କାଉନସିଲ୍‌ ଅଫ୍‌ ଇଣ୍ଟିଗ୍ରେଟେହ ମେଡିସିନ୍‌ ଗଠନ କରିବାକୁ ଯାଉଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?