Posted inଖେଳ

ଆର୍ସେନାଲର ସବୁଠୁ ମୂଲ୍ୟବାନ ଖେଳାଳି ହୋଇପାରନ୍ତି ପେପେ

ଲଣ୍ଡନ,୨।୮(ଏଏଫ୍‌ପି)- ପ୍ରିମିୟର ଲିଗ୍‌ ଦଳ ଆର୍ସେନାଲ ଫ୍ରେଞ୍ଚ କ୍ଲବ ଲିଲେର ଫରଓ୍ବାର୍ଡ ନିକୋଲାସ ପେପେଙ୍କ ସହ ଚୁକ୍ତି କରିଛି। ତେବେ ପେପେଙ୍କୁ ବାର୍ଷିକ କେତେ ପାଉଣା ମିଳିବ, ତାହା କ୍ଲବ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। କିନ୍ତୁ ବ୍ରିଟିଶ ଗଣମାଧ୍ୟମରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ, ପେପେଙ୍କୁ ୭୨ ନିୟୁତ ପାଉଣ୍ଡ ପ୍ରଦାନ କରାଯିବା ନେଇ ଧାର୍ଯ୍ୟ କରାଯାଇଛି। ରିପୋର୍ଟରେ ସତ୍ୟତା ଥିଲେ ୨୪ ବର୍ଷୀୟ ଖେଳାଳି ଆର୍ସେନାଲ ଦଳର ମୂଲ୍ୟବାନ ଖେଳାଳି ହେବେ। ତାଙ୍କ ପୂର୍ବରୁ ବୋରୁସିଆ ଡର୍ଟମୁଣ୍ଡ ଦଳର ଷ୍ଟ୍ରାଇକର ପିଏରେ ଇମରିକ ଆବାମେୟାଙ୍ଗଙ୍କ ସହ ଗତବର୍ଷ ୫୬ ନିୟୁତ ପାଉଣ୍ଡ ମୂଲ୍ୟର ଚୁକ୍ତି କରାଯାଇଥିଲା। ନିକୋଲାସ ଜଣେ ଦକ୍ଷ ଓ ପ୍ରତିଭାସମ୍ପନ୍ନ ଖେଳାଳି। ଏଣୁ ତାଙ୍କୁ ୟୁରୋପର ବହୁ କ୍ଲବ ଦଳରେ ସାମିଲ କରିବାକୁ ଚାହାନ୍ତି ବୋଲି ଆର୍ସେନାଲ ମ୍ୟାନେଜର ଉନାଇ ଏମ୍‌ରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri