ପୁରୁଣା ଭୁବନେଶ୍ୱର,୬ା୨(ଡି.ଏନ.ଏ.): ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଓ ଜମି ଅଧିଗ୍ରହଣ ନେଇ ମାପଚୁପ ଚାଲିଛି। ଅନ୍ୟ ଅଧିକାରୀଙ୍କ ସହ ରାଜସ୍ବ ନିରୀକ୍ଷକ ପ୍ରତ୍ୟକ୍ଷ ଭାବେ ଏଠାରେ ଉପସ୍ଥିତ ରହୁ ଥିବାରୁ ସାଧାରଣ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜମି ବାଡି କାଗଜପତ୍ରଠାରୁ ଆରମ୍ଭ କରି ଅନ୍ୟ ଛୋଟ ମୋଟ ଜରୁରୀ ଆୟ, ଜାତି, ଉତ୍ତରାଧିକାରୀ ପ୍ରମାଣ ପତ୍ର ଆଦି ପାଇବା ନେଇ ସମସ୍ୟା ଉପୁଜୁଛି। ଦୀର୍ଘଦିନ ହେବ ଉପରିସ୍ଥ ଅଧିକାରୀଙ୍କ ସହାୟତା କରିବାକୁ ଯାଇ ଅଧିକାଂଶ ସମୟ କର୍ମଚାରୀଙ୍କ ଦେଖାରେଖାରେ ପୁରା ଅଫିସ୍ ଖାଲି ରହୁଛି। ଏଣୁ ଆଖପାଖ ମୌଜାର ସାଧାରଣ ବାସିନ୍ଦାଙ୍କ ସୁବିଧା ନେଇ ବିକଳ୍ପ ବ୍ୟବସ୍ଥା କରିବାକୁ ବିଭିନ୍ନ ମହଲରୁ ଦାବି କରାଯାଉଛି।
ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…
କ୍ଷେତ ବଞ୍ଚାଅ ଅଭିଯାନ: ଜୈବିକ କୃଷିକୁ ପ୍ରୋତ୍ସାହନ ମୁଖ୍ୟ ଲକ୍ଷ୍ୟ
କେସିଙ୍ଗା, ୨୭।୧୦ (ତୁମେଶ୍ୱର ସାହୁ): ଚାଷଜମିର ସୁରକ୍ଷା, ମୃତ୍ତିକାର ସ୍ବାସ୍ଥ୍ୟ ବଜାୟ ରଖିବା ଏବଂ ଜୈବିକ ଓ ପ୍ରାକୃତିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କଳାହାଣ୍ଡି…
‘ଅର୍ଣ୍ଣବ’ର ମୁକାବିଲା ପାଇଁ ପ୍ରସ୍ତୁତ ରାମନାଗୁଡ଼ା ବ୍ଲକ ପ୍ରଶାସନ: ୧୪ ଆଶ୍ରୟସ୍ଥଳୀ ପ୍ରସ୍ତୁତ
ଗୁଣପୁର, ୨୭।୧୦(ସୁଜାତା ପାଢ଼ୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଜିଲାରେ ସ୍ଥିତି ନିୟନ୍ତ୍ରଣ ପାଇଁ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ…
ବିକ୍ରି ହେବ ଏହି ବଡ଼ ବ୍ୟାଙ୍କ? ଆକାଉଣ୍ଟରେ ଟଙ୍କା ଥିଲେ ଗ୍ରାହକଙ୍କ ପାଇଁ ବଡ଼ ଖବର
ନୂଆଦିଲ୍ଲୀ,୨୭।୧୦: ଆଜିକାଲି ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକର ଅଂଶଧନ କିଣିବା ଏବଂ ଅଧିଗ୍ରହଣ (Acquisition)କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ସମୟରେ ବନ୍ଧନ ବ୍ୟାଙ୍କ (Bandhan Bank)କୁ…
ପୁଣି ମା’ ହେବେ ଅନୁଷ୍କା! ଭିଡିଓ ଭାଇରାଲ ପରେ ବଢିଲା…
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣିଥରେ ମା’ ହେବେ ବୋଲି ଗୁଜବ ଉଠିଛି। ଭାରତୀୟ କ୍ରିକେଟର୍ ତଥା ତାଙ୍କ ସ୍ବାମୀ ବିରାଟ କୋହଲିଙ୍କ ସହ ମୁମ୍ବାଇରେ ନଜର…
ଟି-୨୦ ନୂଆ ଇତିହାସ ଲେଖିଲା ଭାରତ: ଭାଙ୍ଗିଲା ଅନେକ ରେକର୍ଡ
ଓ୍ବେଲିଂଟନ୍,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦଳର ଓପନର୍ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଅନେକ…
ସ୍ୱାତୀ ନକ୍ଷତ୍ରରେ ବୁଧଙ୍କ ଏଣ୍ଟ୍ରି: ନଭେମ୍ୱର ୩ରୁ ୫ ରାଶିରେ ଧନବର୍ଷା, ଚାକିରିରେ ବଡ଼ ପଦୋନ୍ନତି…
ବୁଧ ଗ୍ରହଙ୍କ ନକ୍ଷତ୍ର ଚଳନ ହେତୁ ବୃଷ, ମିଥୁନ, ସିଂହ, ତୁଳା ଏବଂ ଧନୁ ରାଶିର ବ୍ୟକ୍ତିବିଶେଷଙ୍କୁ ଲାଭ ମିଳିପାରେ। ଏହି ରାଶିର ଲୋକଙ୍କ ପାଇଁ କ୍ୟାରିୟର…
ଉଗ୍ର ହେଲାଣି ଅର୍ଣ୍ଣବ: ଭୁବନେଶ୍ୱର-ପୁରୀରେ ୧୦୦ ଛୁଇଁବ ପବନ! ଆଜି ରାତିରେ…
ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ବଳ ଗୋଟାଉଛି ବାତ୍ୟା ଅର୍ଣ୍ଣବ। ଦ୍ରୁତ ଗତିରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଅତିଭୀଷଣ ବାତ୍ୟା ରୂପ ନେଇ ମାଡ଼ି ଆସୁଛି ଅର୍ଣ୍ଣବ ।…

