ଆର୍‌ଡିସି ଅଫିସ ଦାବି

ତାଳଚେର,୪ା୧୧(ନି.ପ୍ର.)- ତାଳଚେରଠାରେ ଆର୍‌ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ବିଭୁଧେନ୍ଦ୍ର ପ୍ରତାପ ଦାସ ଦାବି କରିଛନ୍ତି। ତାଳଚେରରେ ଏମ୍‌ସିଏଲ୍‌, ଏନ୍‌ଟିପିସି, ରେଙ୍ଗାଳି ଡ୍ୟାମ୍‌, ସମଲ ବ୍ୟାରେଜ ଦ୍ୱାରା ଅନେକ ଲୋକ ବିସ୍ଥାପିତ ହୋଇଛନ୍ତି। ନିଯୁକ୍ତି, ଥଇଥାନ ନେଇ ପ୍ରତିଦିନ ଆନ୍ଦୋଳନ ଚାଲିବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଆଗାମୀ ଦିନରେ ବିସ୍ଥାପନକୁ ନେଇ ଆହୁରି ସମସ୍ୟା ଉପୁଜିବ। ଏଠାରେ ଏକ ଡିଆଇଜି ଅଫିସ ଥିବାବେଳେ ସମସ୍ୟାର ସମାଧାନ ପାଇଁ ଆର୍‌ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ଦାବି କରିଛନ୍ତି। ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri