ଆଲର୍ଜି ସମସ୍ୟା ଥିଲେ..

ଆଜିକାଲି ଆଲର୍ଜି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବା ପାଇଁ ସତର୍କ ରହିବା ନିହାତି ଜରୁରୀ। କାରଣ ପରୋକ୍ଷରେ ଏହା କେତେକ ରୋଗର କାରଣ ସାଜିଥାଏ। ଯଦି ଆପଣଙ୍କର ଆଲର୍ଜି ଅଛି ତେବେ ନିମ୍ନଲିଖିତ ବିଷୟ ପ୍ରତି ନଜର ଦିଅନ୍ତୁ।
ଙ୍ଖ ଭିତର ସବୁବେଳେ ସଫାସୁତରା ରଖନ୍ତୁ। କାରଣ ପ୍ରଦୂଷିତ ଧୂଳିକଣା ଆଲର୍ଜିକୁ ବଢ଼ାଇ ଦେଇଥାଏ। ତା’ସହ ଘରର ବାହ୍ୟ ପରିବେଶକୁ ମଧ୍ୟ ସଫା ରଖନ୍ତୁ।
ସମୟରେ ଘରର ଝରକା, କବାଟ ଖୋଲା ରଖନ୍ତୁ। ଘର ଭିତରକୁ ମୁକ୍ତ ବାୟୁ ଏବଂ ସୂର୍ଯ୍ୟକିରଣ ଆସିଲେ ଭିତର ଭାଗର ପରିବେଶ ସ୍ବାସ୍ଥ୍ୟୋପଯୋଗୀ ରହିଥାଏ। ତା’ ସହ ଘର ଭିତରେ ସୃଷ୍ଟି ହେଉଥିବା ଜୀବାଣୁ ଏପରି ପରିବେଶ ସଂସ୍ପର୍ଶରେ ଆସି ନଷ୍ଟ ହୋଇଯିବେ।
ଆଲର୍ଜି ସମସ୍ୟା ରହିଛି ତେବେ ହଠାତ୍‌ କୌଣସି ଗରମ ସ୍ଥାନରୁ ଅତି ଥଣ୍ଡା ସ୍ଥାନକୁ ଯାଆନ୍ତୁ ନାହିଁ।
ବାହାରକୁ ବୁଲିବାକୁ ଯାଇଛନ୍ତି ତେବେ ଘରକୁ ଫେରିବା ପରେ ସାଙ୍ଗେ ସାଙ୍ଗେ ଥଣ୍ଡା ପାଣି ପିଅନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ…

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri