ଆଲିଆଙ୍କ ପ୍ରିୟ ଖାଦ୍ୟ: ଏଥିରେ ରହିଛି ଏସବୁ ଉପକାରୀ ଗୁଣ

ବଲିଉଡ୍‌ର କୌଣସି ତାରକା ଯଦି କୁହନ୍ତି, ତାଙ୍କର ପ୍ରିୟ ଖାଦ୍ୟ ଦହି ଭାତ ତେବେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚିତ। ମାତ୍ର ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଦହି ଭାତ ଅଧିକ ପସନ୍ଦ। ସେ ଦିନରେ ଯେତେ ଥର ହେଉନା କାହିଁକି ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଆଲିଆ ନିଜ ଫିଟ୍‌ନେସ ପାଇଁ ବିଶେଷ ଯତ୍ନବାନ। ଏପରିକି ସେ ଯେଉଁ ସ୍ଥାନକୁ ଯା’ନ୍ତି ସାଥିରେ ତାଙ୍କ ରୋଷେୟାକୁ ନେଇ ଯାଇଥାନ୍ତି। ଦହିଭାତରେ ପ୍ରୋଟିନ୍‌ ଓ ପୋଷକ ତତ୍ତ୍ୱ ଭରପୂର ପରିମାଣର ରହିଥାଏ।

ତେବେ ଜାଣନ୍ତୁ ଆଲିଆ ପସନ୍ଦ କରୁଥିବା ଦହିଭାତର ଉପକାରୀ ଗୁଣ ସମ୍ପର୍କରେ…

ହଜମ ପ୍ରକ୍ରିୟା ସହଜ କରେ
ଦହିଭାତରେ ଥଣ୍ଡା ପ୍ରଭାବ ସହିତ ପ୍ରୋବୋଟିକ୍‌ ଗୁଣ ରହିଛି। ଯାହା ପେଟ ଥଣ୍ଡା ରଖିବା ସହ ଖାଦ୍ୟକୁ ଶୀଘ୍ର ହଜମ କରିଥାଏ।

କେଶ ଶକ୍ତ କରେ
ପ୍ରୋଟିନ୍‌ ଅଭାବରୁ କେଶ ଝଡୁଥିବା ବେଳେ ଦହିଭାତରେ ଥିବା ପ୍ରୋଟିନ୍‌ ଏହି ସମସ୍ୟା ଦୂର କରିଥାଏ ।

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ସହିତ ଚାପମୁକ୍ତ

ଆଣ୍ଟିଅକ୍ସିଡାଣ୍ଟ ଗୁଣରେ ଭରପୂର ଦହିଭାତ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ସହିତ ଚାପମୁକ୍ତ କରାଇଥାଏ।

ତ୍ୱଚାରୁ ଦାଗ ଦୂର କରେ

ହଜମ ପ୍ରକ୍ରିୟା ସହଜ ହେବାର ସିଧା ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଫଳରେ ମୁହଁରୁ ଦାଗ ଦୂର ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri