ଆଲୋଚନା ଲାଗି ଆମେରିକାର ପରାମର୍ଶ

ଓ୍ବାଶିଂଟନ, ୮ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ଦେଖାଦେଇଥିବା ଅଶାନ୍ତି ଦୂର କରିବା ଲାଗି ଶୀଘ୍ର ଆଲୋଚନା ଆରମ୍ଭ କରିବାକୁ ଆମେରିକା ପରାମର୍ଶ ଦେଇଛି। ପାକିସ୍ତାନ ଭାରତ ସହ ବୁଧବାର କୂଟନୈତିକ ସମ୍ପର୍କ ଛିନ୍ନ କରିବା ଓ ଭାରତର ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ ହଟାଇବାର ଘଣ୍ଟାକ ପରେ ଆମେରିକାର ଦକ୍ଷିଣ-କେନ୍ଦ୍ରୀୟ ବ୍ୟାପାରର କାର୍ଯ୍ୟକାରୀ ସଚିବ ଏ.ଜି. ଓ୍ବେଲ୍ସ ଏଭଳି ମତ ରଖିଛନ୍ତି। ଦକ୍ଷିଣ ଏସିଆରେ ଅଶାନ୍ତି ଓ ସାମରିକ ଉତ୍ତେଜନା କମାଇବା ଲାଗି ଆଲୋଚନାକୁ ଆମେରିକା ଗୁରୁତ୍ୱ ଦେଇଛି। ଜମ୍ମୁ-କଶ୍ମୀର ଉପରେ ସାମ୍ବିଧାନିକ ପଦକ୍ଷେପ ଗ୍ରହଣ କରିବା ପୂର୍ବରୁ ଆମେରିକାକୁ ଭାରତ ଏ ସମ୍ପର୍କରେ କିଛି ଜଣାଇ ନ ଥିଲା ବୋଲି ହ୍ବାଇଟ୍‌ ହାଉସ୍‌ର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ…

ଇରାନ-ଆମେରିକା ଚୁକ୍ତିରୁ ବାଦ ପଡ଼ିଲା ପାକିସ୍ତାନ! ନୂତନ ମୁସଲିମ ରାଷ୍ଟ୍ରର ହେଲା ଏଣ୍ଟ୍ରି

ତେହରାନ,୨୬।୫: କତାରର ରାଜଧାନୀ ଦୋହାରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଏବେ ଏକ ପ୍ରମୁଖ ଚୁକ୍ତିନାମା ଆଡ଼କୁ ଗତି କରୁଥିବା ପରି ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri