ଆଲୋଭେରା, ରୂପଚର୍ଯ୍ୟା

ନିଜ ସୌନ୍ଦର୍ଯ୍ୟରେ ଚମକ ଆଣିବାକୁ ପ୍ରାୟ ସବୁ ମହିଳାଙ୍କର ଇଚ୍ଛା ଥାଏ। ବିୟୁଟିପାର୍ଲର ଯାଇ ସେଠାରେ ନିଜ ତ୍ୱଚାକୁ ନୂଆ ରୂପଦେବାକୁ ସେମାନେ ଚେଷ୍ଟା କରନ୍ତି। ହେଲେ ଏ କ୍ଷେତ୍ରରେ ଘିକୁଅଁାରୀ(ଆଲୋଭେରା) ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଶୁଷ୍କ ତ୍ୱଚା ପାଇଁ : ତ୍ୱଚାକୁ ଓଦାଳିଆ ରଖିବାରେ ଏହା ଖୁବ୍‌ ସହାୟକ ହୁଏ। କେବଳ ଆଲୋଭେରା ଜେଲ୍‌ ଅଲିଭ୍‌ ଅଏଲ, ମହୁ ଓ ବାଦାମ ତେଲ ସହିତ ମିଶାଇ ଦିଅନ୍ତୁ। ଏହାକୁ ମୁହଁରେ ଲଗାନ୍ତୁ। ପୁଣି ଅଧଘଣ୍ଟା ପରେ ଧୋଇ ଦିଅନ୍ତୁ। ଏହା ଆପଣଙ୍କ ଚେହେରାକୁ ଅଧିକ ସମୟ ପର୍ଯ୍ୟନ୍ତ ମଶ୍ଚରାଇଜ୍‌ କରି ରଖିବ। ବୟସ ବଢ଼ିବା ସାଙ୍ଗକୁ ଚର୍ମ ଲୋଚାକୋଚା ହେବାରୁ ରକ୍ଷା କରିଥାଏ।
ଅଏଲି ସ୍କିନ୍‌ ପାଇଁ: ଦହି ସହିତ ଅଳ୍ପ ପରିମାଣରେ ଆଲୋଭେରା ଜେଲ୍‌ ଓ ଟମାଟୋ ରସ ମିଶାନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ହାଲ୍‌କା ମସାଜ୍‌ କରନ୍ତୁ। ଏହାଦ୍ୱାରା ମୁହଁରେ ଅଏଲ ବାହାରିଯିବ ଓ ବ୍ରଣର ଚିହ୍ନ ମଧ୍ୟ ଦୂର ହେବ। ଏହି ପେଷ୍ଟକୁ ମୁହଁରେ ୨୦ମିନିଟ୍‌ ଲଗାଇ ଛାଡ଼ି ଦିଅନ୍ତୁ। ପୁଣି ଥଣ୍ଡା ପାଣିରେ ମୁହଁକୁ ଭଲଭାବେ ଧୋଇଦିଅନ୍ତୁ।
ସେନସିଟିଭ୍‌ ସ୍କିନ୍‌ ଲାଗି: ଯାହାର ସ୍କିନ୍‌ ସେନ୍‌ସିଟିଭ୍‌ ହୋଇଥାଏ ତାଙ୍କ ମୁହଁରେ ଖୁବ୍‌ ଶୀଘ୍ର ବୟସର ଛାପ ଦେଖିବାକୁ ମିଳେ। ଯଦି ଆପଣଙ୍କ ସ୍କିନ୍‌ ସେନ୍‌ସିଟିଭ୍‌ ହୋଇଥାଏ ଆଲୋଭେରା ଓ ଅମୃତଭଣ୍ଡାର ପେଷ୍ଟ ପ୍ରସ୍ତୁତ କରି ମୁହଁରେ ଲଗାନ୍ତୁ। ଏହା ସ୍କିନ୍‌କୁ ହାଇଡ୍ରେଟ୍‌ କରିଥାଏ ଓ ବ୍ରଣଠାରୁ ରକ୍ଷା କରିଥାଏ। ଏହା ବ୍ୟତୀତ ମୁହଁରେ ତୁରନ୍ତ ଚମକ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri