ଆଳୁ ଗୋଦାମ ଶ୍ରମିକଙ୍କୁ ସ୍ବଚ୍ଛତା କିଟ୍‌, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୨୪ା୪- ବଲାଙ୍ଗୀର ସହରର ଆଳୁ ଗୋମାମଗୁଡିକରେ କାର୍ଯ୍ୟରତ ଶ୍ରମିକଙ୍କୁ କରୋନା ସଚେତନତା ସହ ସ୍ବଚ୍ଛତା କିଟ୍‌ ଓ ମାସ୍କ ବଣ୍ଟନ କରାଯାଇଛି । ମାହେଶ୍ୱରୀ ସଙ୍ଗଠନ ଏବଂ ଭାଗ୍ୟଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା, ସଦସ୍ୟମାନେ ସ୍ବଚ୍ଛତା କିଟ୍‌ ଏବଂ ମାସ୍କ ଆଣି ସେଠାରେ ଉପସ୍ଥିତ ଶ୍ରମିକଙ୍କୁ ବାଣ୍ଟିଥିଲେ । ସେଠାରେ କାମ କରିବା ସମୟରେ କିଭଳି ସାମାଜିକ ଦୂରତ୍ୱ ବଜାୟ ରଖିବେ, ସ୍ବଚ୍ଛତା ଅବଲମ୍ବନ କରିବେ, ସାନିଟାଇଜର ବ୍ୟବହାର, ବାରମ୍ବାର ସାବୁନ୍‌ରେ ହାତ ଧୋଇବା, ହାତକୁ ମୁହଁ, ପାଟି ଓ ଆଖିରେ ନ ଲଗାଇବାକୁ ଶ୍ରମିକମାନଙ୍କୁ ବୁଝାଇଥିଲେ। ସମଲେଶ୍ୱରୀ ମନ୍ଦିର ପାଖ ଆଳୁ ଗୋଦାମରେ କାର୍ଯ୍ୟରତ ଶ୍ରମିକଙ୍କୁ ସ୍ବଚ୍ଛତା କିଟ୍‌ ଓ ମାସ୍କ ବଣ୍ଟନ କରାଯାଇଥିଲା । ମାହେଶ୍ୱରୀ ସଙ୍ଗଠନର ଅଙ୍କୁଶ କୁମାର ପାଣ୍ଡିଆ, ଶୋଭନ କୁମାର ଅଗ୍ରୱାଲ, ସଚିତାନନ୍ଦ ମିଶ୍ର, ତୁଷାର ରଞ୍ଜନ ଦାଶ, ଶିବାନନ୍ଦ ସାହାଣୀ, ସୌମ୍ୟ ରଞ୍ଜନ ବେହେରା, ବିଷ୍ଣୁପ୍ରିୟା ପାଣି, ଇଶିକା ଦାସ, ସୋନିଆ ବେଜ୍‌, ନୂତନ ଦାସ, ଭାଗ୍ୟଲକ୍ଷ୍ମୀ ସୟଂ ସହାୟକ ଦଳର ରିତା ସାହୁ, ବନିତା ନାଗ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri