ଆଶିକି ଗର୍ଲଙ୍କୁ ୫୧ ପୂରିଲା: ୨୯ ଦିନ କୋମାରେ ରହିବା ପରେ ପାଇଥିଲେ ନୂଆ ଜୀବନ;ଏବେ ଦେଖିଲେ ଚିହ୍ନି ବି ହେବନି !

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ଶନିବାର ନିଜର ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୬୯ ଜାନୁୟାରୀ ୧୧ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପାଠପଢୁଥିବା ସମୟରେ ମହେଶ ଭଟ୍ଟ ତାଙ୍କୁ ଆଶିକି ଫିଲ୍ମରେ ବ୍ରେକ୍‌ ଦେଇଥିଲେ। ରାହୁଲ ରାୟଙ୍କ ଅପୋଜିଟ୍‌ରେ ଅଭିନୟ କରି ଅନୁ ବେଶ୍‌ ସଫଳତା ସାଉଁଟି ଥିଲେ। ଫିଲ୍ମ ବକ୍ସ୍‌ ଅଫିସ୍‌ରେ ସଫଳ ରହିଥିଲା। ଏହାର ଗୀତ ଏଭରଗ୍ରୀନ୍‌ ପାଲଟି ଯାଇଥିଲା। ଆଶିକି ପରେ ଅନୁ ଗଜବ ତମାଶା, ଖଳନାୟିକା, କିଙ୍ଗ୍‌ ଅଙ୍କଲ, କନ୍ୟାଦାନ, ରିଟର୍ନ ଟୁ ଜୁଏଲ ଥିଫ୍‌ ଆଦି ଫିଲ୍ମରେ ଅଭିୟନ କରିଥିଲେ। ତେବେ ସେସବୁ ସଫଳ ହୋଇ ନ ଥିଲା। ୧୯୯୯ରେ ତାଙ୍କର ଏକ ଦୁର୍ଘଟଣା ହୋଇଥିଲା। ସେ ୨୯ ଦିନ କୋମାରେ ରହିବା ପରେ ନୂଆ ଜୀବନ ଫେରି ପାଇଥିଲେ। ଏହାପରେ ନିଜର ସମସ୍ତ ସମ୍ପତ୍ତି ଦାନ କରି ସେ ସନ୍ୟାସ ଗ୍ରହଣ କରିଥିଲେ। ୯୦ ଦଶକରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ ସୃଷ୍ଟି କରିଥିବା ଗ୍ଲାମରସ୍‌ ଅନୁଙ୍କୁ ଏବେ ଦେଖିଲେ ଚିହ୍ନି ମଧ୍ୟ ହେଉନି। ଏବେ ସେ ଅତି ସାଧାରଣ ଭାବେ ଜୀବନ ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri