ଆଶ୍ରମ, ମଠକୁ ସହଯୋଗର ହାତ ବଢାଇଲେ ରାମଚନ୍ଦ୍ର

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ମଠ ଓ ଆଶ୍ରମଗୁଡିକ ଅବସ୍ଥା ଏବେ ଧୀରେ ଧୀରେ ବିଗିଡିବାରେ ଲାଗିଛି ା ସେଠାରେ ରହୁଥିବା ସାଧୁସନ୍ଥ ଓ ଅନ୍ତେବାସୀଙ୍କ ମଧ୍ୟରେ ଖାଦ୍ୟ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ା ଖବର ପାଇ ସିମୁଳିଆ ଓ ଖଇରା ବ୍ଲକର ଠିକାଦାର ସଂଘର ସଭାପତି ରାମଚନ୍ଦ୍ର ମହାକୁଡ ଆଶ୍ରମଗୁଡିକ ପାଇଁ ଉଭୟ ଶୁଖିଲା ଓ ରନ୍ଧାଖାଦ୍ୟ ବ୍ୟବସ୍ଥା କରିଛନ୍ତି। ଡଗରପଡା ଆଶ୍ରମ ସ୍କୁଲ ପାଇଁ ୮ଦିନର ଚାଉଳ, ଡାଲି, ପିଆଜ, ଆଳୁ, ତେଲ, ସାବୁନ ସହ ପ୍ରତ୍ୟେକ ଅନ୍ତେବାସୀଙ୍କୁ ମାକ୍ସ ପ୍ରଦାନ କରିଛନ୍ତି ା ସେହିଭଳି ଚାନ୍ଦଗୋଛି ମଠ, ସାଲମାଗଡିଆ ମଠ, ଖଇରା ମହିମା ଅଲେଖ ଆଶ୍ରମକୁ ମଧ୍ୟ ପରିବା ଓ ଫଳ ଯୋଗାଇ ଦେଇଛନ୍ତି ା ବିଭିନ୍ନ ଗ୍ରାମରେ ଅସହାୟ ଅବସ୍ଥାରେ ଥିବା ପରିବାରଗୁଡିକ ପାଇଁ ୧୫୦ ଖାଦ୍ୟପୁଡିଆ ବ୍ୟବସ୍ଥା କରିଛନ୍ତି ା ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୧ହଜାର ଟଙ୍କା ଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?