Posted inଖେଳ

ଆଶ୍‌ଲେଙ୍କୁ ଟପିଲେ ଗୁପଟିଲ

ମାଉଣ୍ଟ ମାଙ୍ଗନୁଇ,୧୧।୨- ଭାରତୀୟ ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ତୃତୀୟ ଦିନିକଆ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳର ଓପନର ମାର୍ଟିନ ଗୁପଟିଲ ୬୬ ରନ୍‌ କରିଥିଲେ। ଏଥି ସହିତ ସେ ଦେଶର ଦିନିକିଆ ଫର୍ମାଟରେ ସର୍ବାଧିକ ରନ୍‌ କରିଥିବା ଓପନର ହେବାର ରେକର୍ଡ କରିଛନ୍ତି। ସେ ଓପନର ଭାବେ ଦିନିକିଆରେ ୬୧୭୮ ରନ୍‌ କରି ପୂର୍ବତନ ବ୍ୟାଟ୍ସମ୍ୟାନ ନାଥନ ଆଶଲେ(୬,୧୭୬ ରନ୍‌)ଙ୍କୁ ଟପିଛନ୍ତି। ଏହି ତାଲିକାରେ ଜନ ରାଇଟ୍‌ (୩,୬୦୪), ବ୍ରେଣ୍ଡନ ମ୍ୟାକ୍‌କୁଲମ (୩୩୬୩) ଓ ଷ୍ଟିଫେନ ଫ୍ଲେମିଂ (୩୨୮୦) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?