ଆସନ୍ତା ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, କରୋନାଠାରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ୨୦୦ ଦେଶରେ କରୋନାର ଚିହ୍ନଟ ହୋଇଥିବା ବେଳେ ବୁଧବାର ଅପରାହ୍ନ ୩ଟା ସୁଦ୍ଧା ଏହା ୨୦୩ଟି ଦେଶ ଏବଂ ୨ ଜାହାଜରେ ପହଞ୍ଚିଲାଣି। ବିଶ୍ୱସ୍ତରରେ ମଙ୍ଗଳବାର ୭ଲକ୍ଷ ୮୯ ହଜାର ୯୩୬ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ବୁଧବାର ମୋଟ ୮ଲକ୍ଷ ୬୨ହଜାର ୪୯୫ଜଣ ସଂକ୍ରମିତ ହୋଇଛନ୍ତି। ସେହିଭଳି ମୃତ୍ୟୁ ସଂଖ୍ୟା ୩୮୧୦୩ରୁ ୪୨୫୧୦ରେ ପହଞ୍ଚିଛି।
ଅପରପକ୍ଷେ ଭାରତରେ ବୁଧବାର ୧୫୯୦ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ଏହା ୧୨୫୧ ଥିଲା। ମୃତକଙ୍କ ସଂଖ୍ୟା ୩୨ରୁ ୪୫ରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖିଲେ ଆସନ୍ତା ୨ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିବ। କରୋନା ପାଖରୁ ୧୫ ଦିନର ମହଲତ ଛଡ଼ାଇ ଆଣିବାକୁ ପଡ଼ିବ ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri