ନୂଆଦିଲ୍ଲୀ,୧୨।୬ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ବାଣିଜି୍ୟକ କୋଇଲା ଖଣିର ନିଲାମ ପ୍ରକ୍ରିୟାକୁ ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଯୋଗେ ଏହି କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଜଣାପଡିଛି। ଆତ୍ମନିର୍ଭର ଭାରତ କ୍ଷେତ୍ରରେ କୋଇଲା କ୍ଷେତ୍ରର ଯୋଗଦାନ ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହି ଲକ୍ଷ୍ୟକୁ ହାସଲ କରିବା ଦିଗରେ ଭାରତ ସକ୍ଷମ ହୋଇପାରିବ ବୋଲି କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଳାଦ ଜୋଷୀ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ନିକଟରେ ଘୋଷଣା ହୋଇଥିବା ଆତ୍ମନିର୍ଭର ଭାରତ ଯୋଜନାରେ କୋଇଲା ଏବଂ ଖଣି କ୍ଷେତ୍ରରେ ବିଭିନ୍ନ ସଂସ୍କାର ଧାରା ସରକାର ହାତକୁ ନେଇଛନ୍ତି। କୋଇଲା କ୍ଷେତ୍ରରେ ରହିଥିବା କଟକଣାକୁ ସରକାର କୋହଳ କରିବା ସହ ଘରୋଇ କ୍ଷେତ୍ରକୁ ସୁଯୋଗ ଦେବା ଲାଗି ନୂଆ ନିୟମ ଆଣିଛନ୍ତି। ଅଟୋମେଟିକ ରୁଟ୍ରେ ୧୦୦% ଏଫ୍ଡିଆଇ, ରେଭିନ୍ୟୁ ଶେୟାରିଂ ମଡେଲ ଭଳି ସୁବିଧା କରାଯିବାକୁ ପ୍ରସ୍ତାବ ରହିଛି। କମର୍ସିଆଲ କୋଲ ମାଇନିଂ ଲାଗି ୫୦ ବ୍ଲକ ନିଲାମ କରାଯିବାକୁ ଯୋଜନା ରଖାଯାଇଛି।
ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…
ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍ଆଇ) ଯୋଜନାକୁ ନେଇ ମତଭେଦ, ପେନ୍ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…
ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା
ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…
ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…
ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…
SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍ ଥିଲେ ମିଳିବନି…
ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…
ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା
ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…
ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…
ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…
SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…
ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…
କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!
ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…
Archives

