ଆସନ୍ତା ୧୦ରୁ ପବିତ୍ର ଝୁଲଣ ଯାତ୍ରା: ମଠ, ମନ୍ଦିରରେ ଚାଲିଛି ସାଜସଜା

ପୁରୀ ଅଫିସ, ୬ା୮: ଆସନ୍ତା ୧୦ତାରିଖରୁ ପବିତ୍ର ଝୁଲଣ ଯାତ୍ରା। ଶ୍ରାବଣ ଶୁକ୍ଳ ଦଶମୀଠାରୁ ଆରମ୍ଭ ହେଉଥିବା ଏହି ଝୁଲଣ ଯାତ୍ରା ପ୍ରତିପଦ ଯାଏ ୭ଦିନ ଧରି ଚାଲିବ। କିନ୍ତୁ ଅନ୍ୟାନ୍ୟ ମଠ ମନ୍ଦିରରେ କେଉଁଠି ୭ଦିନ ତ ଆଉ କେଉଁଠାରେ ୫ଦିନ ଧରି ଏହା ଅନୁଷ୍ଠିତ ହେବ। ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି ଗୋପୀମାନଙ୍କ ଗହଣରେ ରାଧାକୃଷ୍ଣଙ୍କ ବିଳାସମୟ ଦୋଳିଖେଳ। ସଙ୍ଗୀତ, ବାଦ୍ୟ ଓ ନୃତ୍ୟ ମୁଖର ଝୁଲଣ ଯାତ୍ରାରେ ସୁସଜ୍ଜିତ ଦୋଳିରେ ରାଧାଦାମୋଦରଙ୍କୁ ଦର୍ଶନ କରିବା ପାଇଁ ଦୂରଦୂରାନ୍ତରୁ ଭକ୍ତ ଶ୍ରୀକ୍ଷେତ୍ରକୁ ଆସିଥାନ୍ତି। ଭଜନ, କୀର୍ତ୍ତନରେ ଉଛୁଳି ଉଠେ ମଠ, ମନ୍ଦିର। ଏଥିପାଇଁ ପ୍ରସ୍ତୁତି ପ୍ରାୟ ସରି ସରି ଆସୁଛି। କେଉଁଠି ଝୁଲଣ କୁଞ୍ଜକୁ ସଜାଯାଉଛି ତ ଆଉ କେଉଁଠାରେ ଦୋଳିକୁ ଆକର୍ଷଣୀୟ କରିବା ଲାଗି କାମ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା

ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

ଜିନପିଙ୍ଗଙ୍କ ଗସ୍ତ ପୂର୍ବରୁ କଠୋର ଆଭିମୁଖ୍ୟ ଗ୍ରହଣ କଲା ଭାରତ; ସୀମାରେ ଜାରି କଲା ଅଲଟିମେଟମ

ନୂଆଦିଲ୍ଲୀ,୭।୯: ଅରୁଣାଚଳ ପ୍ରଦେଶରେ ଚାଇନା ସୈନ୍ୟଙ୍କ ଅନୁପ୍ରବେଶ ରିପୋର୍ଟ ମଧ୍ୟରେ, ଭାରତ ବେଜିଂକୁ କଡ଼ା ଚେତାବନୀ ଦେଇଛି। ନୂଆଦିଲ୍ଲୀ ସ୍ପଷ୍ଟ କରିଛି ଯେ ଚାଇନା ସୈନ୍ୟବାହିନୀର ଏପରି…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri