Posted inରାଜ୍ୟ

ଆସନ୍ତା ୧୦ ଯାଏ ବର୍ଷା: କ୍ଷତିଗ୍ରସ୍ତ ହେବ ରବି ଫସଲ, ପନିପରିବା ଚାଷ

ଭୁବନେଶ୍ୱର,୬।୨(ବ୍ୟୁରୋ): ଛତିଶଗଡ଼ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାରଠାରୁ ୧୦ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଯାଏ ଉତ୍ତର କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷକରି ରାଜ୍ୟର ରାୟଗଡ଼ା, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ନୂଆପଡ଼ା ଆଦି ୧୦ ଜିଲାରେ ବର୍ଷା ସମ୍ଭାବନା ରହିଛି। ସେହିଭଳି ଶୁକ୍ରବାର ୧୧ ଜିଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବ। କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ରେ ପବନ ବହିବ। ବର୍ଷା ଛାଡ଼ିବା ପରେ ୨ରୁ ୩ ଦିନ ଯାଏ ଘନ କୁହୁଡ଼ି ଦେଖାଯିବ। ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ୪୪.୪ ମିମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବର୍ଷା ଯୋଗୁ ରବିଫସଲ ସହ ପନିପରିବା ଚାଷ କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri