ଆସନ୍ତା ୧୯ରେ ମୟୂରଭଞ୍ଜର ୫ ବୁଥ୍‌ରେ ହେବ ସାନି ମତଦାନ

ବାରିପଦା ଅଫିସ,୧୫।୫: ମୟୂରଭଞ୍ଜ ଜିଲାରେ ଆସନ୍ତା ୧୯ ତାରିଖରେ ହେବ ସାନି ମତଦାନ। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୪ ବୁଥ ଓ ବଙ୍ଗରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀର ଗୋଟିଏ ବୁଥରେ ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି । ସୂଚନା ମୁତାବକ, ୧୯ ତାରିଖରେ ସକାଳ ୭ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri