Posted inରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସମ୍ଭାବନା: ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବିହାର ଓ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, କଟକ ଆଦି ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଉପରୋକ୍ତ ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଗିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri