ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିସହ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ମଧ୍ୟ ଜଳକ୍ରୀଡ଼ା କରିବେ। ଏହି ଉପଲକ୍ଷେ ଠାକୁରଙ୍କ ନନ୍ଦା ଓ ଭଦ୍ରା ଚାପ ନିର୍ମାଣ ନିମନ୍ତେ ଆରମ୍ଭ ହୋଇଛି ପ୍ରସ୍ତୁତି। ପରମ୍ପରାନୁଯାୟୀ ଚୈତ୍ର ପୂର୍ଣ୍ଣିମାରେ ନରେନ୍ଦ୍ର ପୁଷ୍କରିଣୀ ମଧ୍ୟରେ ବୁଡ଼ିଯାଇଥିବା ୫ଟି ଡଙ୍ଗାକୁ କଢ଼ାଯିବା ପ୍ରକ୍ରିୟା ଜାରି ରହିଛି। ଖବର ଲେଖାଯିବା ସୁଦ୍ଧା ୩ଟି ଡଙ୍ଗା କଢ଼ାଯାଇଥିବା ଜଣାପଡ଼ିଛି। ଶ୍ରୀମନ୍ଦିରର ଭୋଇ ସେବକମାନେ ବୁଧବାର ଡଙ୍ଗାଗୁଡ଼ିକୁ ଉପରକୁ ଉଠାଇଛନ୍ତି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ସେବକମାନେ ଡଙ୍ଗାଗୁଡ଼ିକୁ ପାଣିରୁ ବାହାର କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri