ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌ ଗୁଡ଼ିକ ମଧ୍ୟରେ ୧୦୩. ୧୦୪. ୧୦୬ ଏବଂ ୧୦୭ ରହିଛି। ପୂର୍ବରୁ ଏଠାରେ କେନ୍ଦ୍ରୀୟ ସୁରକ୍ଷାବଳଙ୍କୁ ମୁତୟନ କରାଯାଇଥିଲେ ମଧ୍ୟ ରାତାରାତି ଏହାକୁ ବଦଳ କରି ମହିଳା ପୋଲିସଙ୍କୁ ସୁରକ୍ଷା ଦାୟିତ୍ୱ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜାଣିଶୁଣି ଏପରି କରିଥିବା ବାବୁଲ ସୁପ୍ରିୟୋ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଇଛି। ଏଠାରେ ଭାଜପା ଏବଂ ତୃଣମୂଳ ସମର୍ଥ ମୁହାଁମୁହିଁ ହୋଇଛନ୍ତି। ଏଠାରେ ଭାଜପା କର୍ମୀଙ୍କ ଉପରେ ଲାଠି ଚାର୍ଜ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?