Posted inଜାତୀୟ

ଆସାମ ଏନ୍‌ଆର୍‌ସି: କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଆସାମ ଏନ୍‌ଆର୍‌ସି ମାମଲାରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି। ଏହାର ପୁନଃ ଯାଞ୍ଚ୍‌ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ତେବେ ଏହାକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ପୂର୍ବରୁ ଏଥିପାଇଁ ଧାର୍ଯ୍ୟ ହୋଇଥିବା ରିପୋର୍ଟ ଦାଖଲର ଅନ୍ତିମ ତାରିଖକୁ ଜୁଲାଇ ୩୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ସୁପ୍ରିମ୍‌କୋର୍ଟ ବର୍ଦ୍ଧିତ କରିଥିଲେ। କମ୍‌ ସମୟ ମଧ୍ୟରେ ବୈଧ ବ୍ୟକ୍ତିଙ୍କୁ ତାଲିକାରେ ପଞ୍ଜିକରଣ କରାଯିବା ସହିତ ଅବୈଧ ଭାବେ ଭାରତରେ ବାସ କରୁଥିବା ବ୍ୟକ୍ତିଙ୍କୁ ଏଥିରୁ ହଟାଯିବା ସମ୍ଭବ ନ ହେବନି ବୋଲି କେନ୍ଦ୍ର ସରକାର କୋର୍ଟରେ ଆବେଦନ କରିଥିଲେ। ତେବେ ଧାର୍ଯ୍ୟ ତାରିଖକୁ ବଢ଼ାଇବା ପାଇଁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri