Categories: ଜାତୀୟ

ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର

ଗୁଆହାଟୀ,୩୦।୧୧: ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ରାଜ୍ୟର ପବ୍ଲିକ୍‌ ଓ୍ବାର୍କ୍ସ ନାମକ ଏକ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ହଜେଲାଙ୍କ ବିରୋଧରେ ବ୍ୟାପକ ଅର୍ଥ ହେରଫେର୍‌ ହୋଇଥିବା ଅଭିଯୋଗ କରାଯାଇଛି। ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ସଂଗଠନ ପକ୍ଷରୁ କୋର୍ଟଙ୍କୁ ଅନୁରୋଧ କରାଯାଇଛି।

Share