Posted inଜାତୀୟ

ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ

ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସେନା ସହାୟତା ଲୋଡାଯାଇଛି। ସେନା ମୁଖ୍ୟାଳୟ ଏବଂ ଫିଲ୍ଡ୍‌ କମାଣ୍ଡର୍ସ ପକ୍ଷରୁ ଉତ୍ତର-ପୂର୍ବ ରାଜ୍ୟରେ ଏହି ବିଲ୍‌କୁ ନେଇ ସୃଷ୍ଟି ହୋଇଥିବା ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ସୁରକ୍ଷା ଦୃଷ୍ଟିରୁ ଆସାମର ୧୦ ଜିଲାରେ ବୁଧବାର ସନ୍ଧ୍ୟା ୭ଟାଠାରୁ ୨୪ ଲାଗି ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri