ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ କରାଯାଇଛି। ତେବେ ବିଭିନ୍ନ ସ୍ଥାନରେ ଇଭିଏମ୍‌ରେ ତୃଟି ଯୋଗୁ ଘଣ୍ଟା ଘଣ୍ଟା ଧରି ମତଦାନ ବ୍ୟାହତ ହୋଇଥିବା ଖବର ମିଳିଛି। ଆସିକା ଏନଏସିର୧୫୮ ତୋଟାସାହି ବୁଥ୍‌, ୧୫୫ ନମ୍ବର ବୁଥ୍‌ ଓ ଟାଇଲ ଶିଳ୍ପ ପ୍ରାଥମିକ ବିଦ୍ୟାଳୟ ବୁଥରେ ଇଭିଏମ୍‌ରେ ତୃଟି ଯୋଗୁ କିଛି ସମୟ ପାଇଁ ମତଦାନ ବ୍ୟାହତ ହୋଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri