ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ କରାଯାଇଛି। ତେବେ ବିଭିନ୍ନ ସ୍ଥାନରେ ଇଭିଏମ୍‌ରେ ତୃଟି ଯୋଗୁ ଘଣ୍ଟା ଘଣ୍ଟା ଧରି ମତଦାନ ବ୍ୟାହତ ହୋଇଥିବା ଖବର ମିଳିଛି। ଆସିକା ଏନଏସିର୧୫୮ ତୋଟାସାହି ବୁଥ୍‌, ୧୫୫ ନମ୍ବର ବୁଥ୍‌ ଓ ଟାଇଲ ଶିଳ୍ପ ପ୍ରାଥମିକ ବିଦ୍ୟାଳୟ ବୁଥରେ ଇଭିଏମ୍‌ରେ ତୃଟି ଯୋଗୁ କିଛି ସମୟ ପାଇଁ ମତଦାନ ବ୍ୟାହତ ହୋଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri