ଆସିକା ଲୋକ ସଭା: ୨ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରମିଳା ବିଷୋୟୀ

ବ୍ରହ୍ମପୁର ଅଫିସ,୨୪ା୫-ଆସ୍କା ଲୋକ ସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀନୀ ପ୍ରମିଳା ବିଷୋୟୀ। ସେ ଦୁଇ ଲକ୍ଷରୁ ଅଧିକ ଭୋଟରେ ବିଜୟ ହାସଲ କରିଛନ୍ତି। ପ୍ରମିଳାଙ୍କୁ ୫ଲକ୍ଷ ୫୨ହଜାର ୭୪୯ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଅନିତା ଶୁଭଦର୍ଶିନୀଙ୍କୁ ମିଳିଛି ୩ଲକ୍ଷ ୪୮ହଜାର ୪୨ ଖଣ୍ଡ ଭୋଟ। ଉଭୟଙ୍କ ମଧ୍ୟରେ ଭୋଟ ବ୍ୟବଧାନ ରହିଛି ୨ ଲକ୍ଷ ୪ହଜାର ୭୦୭। ପ୍ରମିଳାଙ୍କୁ ୫୪.୫୨% ଭୋଟ ମିଳିଥିବା ବେଳେ ଅନିତାଙ୍କୁ ମିଳିଛି ୩୪.୩୩% ଭୋଟ।
ଏହି ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ହୋଇଥିବା ବହୁଜନ ସମାଜ ପାର୍ଟିର ପୂର୍ଣ୍ଣଚନ୍ଦ୍ର ନାୟକଙ୍କୁ ୮, ୫୪୯, ସିପିଆଇର ରାମକୃଷ୍ଣ ପଣ୍ଡାଙ୍କୁ ୫୯, ୯୭୮, ଅଲ୍‌ ଇଣ୍ଡିଆ ଫରୱାଡ ବ୍ଲକର ରାଜୀବ ଚନ୍ଦ୍ର ଖା ୫,୯୮୭, ସିପିଆଇ(ଏମ୍‌-ଏଲ୍‌) ରେଡଷ୍ଟାର ଶଙ୍କର ସାହୁଙ୍କୁ ୫,୯୯୯, ସ୍ବାଧୀନର ଚକ୍ରଧର ସାହୁଙ୍କୁ ୭, ୭୩୮ ଏବଂ କେ.ଶ୍ୟାମ ବାବୁ ସୁବୁଦ୍ଧିଙ୍କୁ ୭, ୪୭୬ ଖଣ୍ଡ ଭୋଟ ମିଳିଛି। ନୋଟାରେ ୧୭, ୩୪୪ ଭୋଟ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri