Posted inଜାତୀୟ

ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍‌ ଅଣାଯିବ ବୋଲି କୁହାଯାଉଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକେ ବୈଠକ ଅନୁଷ୍ଠିତ ହୋଇଯାଇଛି। ୪୪ଟି ପୁରୁଣା ଶ୍ରମ ଆଇନକୁ ୪ଟି ଶ୍ରେଣୀର ମିଶ୍ରଣ କରାଯାଇ ନୂଆ ଶ୍ରମ ଆଇନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। କେତେକ ପୁରୁଣା ଆଇନକୁ ହଟାଇ ଦିଆଯିବ। ନୂଆ ସରକାରଙ୍କ ପ୍ରଥମ ସଂସଦୀୟ ଅଧିବେଶନରେ ଶ୍ରମ ଆଇନ ସମ୍ପର୍କିତ ବିଲ୍‌ ଆଗତ ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ସଂସଦର ଅଧିବେଶନ ଜୁନ୍‌ ୧୭ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri