ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଶୁକ୍ରବାରଠାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ବିଶେଷକରି ପଶ୍ଚିମ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ସୁନ୍ଦଗରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।
ଅପରପକ୍ଷେ ଗୁରୁବାର ୧୦ ସହରର ତାପମାତ୍ରା ୩୪ ଡିଗ୍ରୀ ଉପରେ ରହିଥିଲା। ଭଦ୍ରକରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri